spot_img

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତରେ ଶୋକ ପ୍ରକାଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ବିଟ କରି କହିଛନ୍ତି,  ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ପ୍ରଣବ ଦା ଜଣେ  ପାଠକ, ଶକ୍ତିଶାଳୀ ବକ୍ତା, ବିଦ୍ୱାନ ଥିଲେ ।  ଜାତୀୟ ପ୍ରସଙ୍ଗରେ ସହମତି ସୃଷ୍ଟି କରିବାରେ ତାଙ୍କର ଅତୁଳନୀୟ ଦକ୍ଷତା ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular