spot_img

ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତିହ୍ୟ ନଗରୀ କଟକରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ପହଁଚି ମୁଖ୍ୟମନ୍ତ୍ରୀ ଜାନକୀ ଭବନରେ ଥିବା ସୁବାଷ ବୋଷଙ୍କ ଫଟୋରେ ମାଲ୍ୟାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ କୈଣସି ସାଧାରଣ ବ୍ୟକ୍ତି କିମ୍ବା ନେତାମନ୍ତ୍ରୀଙ୍କୁ ନେତାଜୀ ଭବନକୁ ପ୍ରବେଶ ପାଇଁ ଅନୁମତି ମିଳିନାହିଁ । କେବଳ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରବେଶ ଅନୁମତି ମିଳିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular