spot_img

ବୋର୍ଡ଼ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରଙ୍କ ଚିଠି । କରୋନା ମହାମାରୀ ଯୋଗୁଁ ଚଳିତ ଶିକ୍ଷା ବର୍ଷରେ ପାଠପଢ଼ା ହୋଇପାରି ନଥିଲା । ଯାହାକୁ ନେଇ ଦ୍ୱନ୍ଦ୍ୱରେ ରହୁଛନ୍ତି ଛାତ୍ରଛାତ୍ରୀ । ତେଣୁ କୋଭିଡ଼କୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ୨ ପରୀକ୍ଷା ନିମନ୍ତେ ଜାତୀୟ ସ୍ତରରେ ଏକ ଗାଇଡ଼ଲାଇନ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି । ବୋର୍ଡ଼ ପରୀକ୍ଷା ପାଇଁ ଟାଇମ ଫ୍ରେମ ପ୍ରସ୍ତୁତ କରାଗଲେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ୱନ୍ଦ ଦୂର ହୋଇପାରିବ । ଏଥିସହିତ ସବୁ ଉଚ୍ଚଜର ଶିକ୍ଷାର ଇଣ୍ଟରଲିଙ୍କ ରହିଛି । ୨୦୨୦-୨୧ ବୋର୍ଡ଼ ଓ ଏଚଏସଇ ପରୀକ୍ଷା ନେଇ କେନ୍ଦ୍ର ନିଜ ସ୍ପଷ୍ଟ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular