spot_img

ଶହୀଦ ଜୟୀ ରାଜଗୁରୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଆଜି ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ, କ୍ରାନ୍ତିକାରୀ ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀ। ଏହି ଅବସରରେ ସ୍ୱର୍ଗୀୟ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular