ଓଡିଶା କଂଗ୍ରେସର ନୂଆ ପ୍ରଭାରୀ ଏ. ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନମୁନା ପରୀକ୍ଷା ପରେ ସେ ପଜିଟିଭ୍ ଥିବା ଜଣାପଡିଛି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ନମୁନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ଏହାସହ ସେ ନିଜେ ହୋମ୍ ଆଇସୋଲେସନରେ ରହିଛନ୍ତି । ଗତକାଲି ତାଙ୍କୁ ଓଡିଶା କଂଗ୍ରେସ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିଲା ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0