ନୂଆଦିଲ୍ଲୀ: କରୋନା ଆକ୍ରାନ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ପି.ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ । ତାଙ୍କ ମଧ୍ୟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ନିଜର ପରୀକ୍ଷା କରାଇଥିଲେ। ସ୍ବାବ ନମୁନା ପରୀକ୍ଷା କରାଯିବା ପରେ ଏବେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । ଏ ନେଇ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ ଟୁଇଟ୍ କରି ଜଣାଇଛନ୍ତି । କରୋନା ପଜିଟିଭ୍ ଆସିବାଥିବା ଜଣାଇଛନ୍ତି । ଲକ୍ଷଣ ସାମାନ୍ୟ ଏବଂ ଡାକ୍ତରୀ ପରାମର୍ଶ ଅନୁଯାୟୀ ଘରୋଇ ସଙ୍ଗରୋଧରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ ।
I have just tested positive for #Covid. My symptoms are mild and as per medical advice I am under home quarantine. I would urge all those who have recently been in contact with me to follow medical protocol.
— Karti P Chidambaram (@KartiPC) August 3, 2020



Visitors Today : 3
Total Visitors : 130169
Total Views : 9891615
Visitors Online Now : 0