ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଆଜି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ । ସଂଗରୋଧରୁ ୨୨୧ ଜଣ ଓ ସ୍ଥାନୀୟ ସଂକ୍ରମଣ ଯୋଗୁଁ ୩୫୯ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସଂଗରୋଧରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣଙ୍କର ଯାତ୍ରା ଇତିହାସ ଥିବା ବେଳେ ଅନ୍ୟମାନେ ପୂର୍ବରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ମୋଟ ୩୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି



Visitors Today : 5
Total Visitors : 130174
Total Views : 9891621
Visitors Online Now : 0