ଭୁବନେଶ୍ୱର, – ବୁଧବାର ରାଜ୍ୟରେ ଆଉ ୪୦୫୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭୨୬୫ ରେ ପହଁଚିଛି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୩୭୮, ସୁନ୍ଦରଗଡରୁ ୧୮୨, ପୁରୀରୁ ୧୮୧, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୫୨, ଝାରସୁଗୁଡାରୁ ୧୫୦, ରାୟଗଡାରୁ ୧୪୬, ମୟୂରଭଞ୍ଜରୁ ୧୩୮, କେନ୍ଦ୍ରାପଡାରୁ ୧୨୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସମ୍ବଲପୁରରୁ ୧୨୮, ସୋନପୁରୁର ୧୨୬, ଅନୁଗୋଳରୁ ୧୨୨, ନୂଆପଡାରୁ ୧୨୧, ବାଲେଶ୍ୱରରୁ ୧୧୧, ନବରଙ୍ଗପୁରରୁ ୧୦୧, ବରଗଡରୁ ୯୭, କୋରାପୁଟରୁ ୯୧, କେନ୍ଦୁଝରରୁ ୮୩, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୭୨, ଢେଙ୍କାନାଳରୁ ୭୧, ଭଦ୍ରକରୁ ୬୫, ଗଞ୍ଜାମରୁ ୫୫, ନୟାଗଡ଼ରୁ ୪୫, ବଲାଙ୍ଗୀରରୁ ୪୪, ମାଲକାନଗିରିରୁ ୩୬, ଦେବଗଡରୁ ୨୦, ବୌଦ୍ଧରୁ ୧୭, ଗଜପତିରୁ ୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0