ଭୁବନେଶ୍ୱର, – ଗୁରୁବାର ରାଜ୍ୟରେ ଆଉ ୩୭୭୯ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୦୪୪ ରେ ପହଁଚିଛି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୨୭, ପୁରୀରୁ ୧୫୮, ବାଲେଶ୍ୱରରୁ ୧୫୫, ବରଗଡରୁ ୧୫୨, ଝାରସୁଗୁଡାରୁ ୧୫୨, କନ୍ଧମାଳରୁ ୧୩୫, ମୟୂରଭଞ୍ଜରୁ ୧୩୫, ସମ୍ବଲପୁରରୁ ୧୨୭, ରାୟଗଡାରୁ ୧୧୮ ଓ ଯାଜପୁରରୁ ୧୧୩ ଜଣ ଆରୋଗ୍ୟଲାଭ କରିଛନ୍ତି । ସେହିପରି ଜଗତସିଂହପୁରରୁ ୧୦୫, ଗଞ୍ଜାମରୁ ୯୯, ବଲାଙ୍ଗୀରରୁ ୯୮, ଭଦ୍ରକରୁ ୯୨, ନବରଙ୍ଗପୁରରୁ ୮୧, ନୂଆପଡାରୁ ୭୭, କେଉଁଝରରୁ ୭୬, ଢେଙ୍କାନାଳରୁ ୭୪, କେନ୍ଦ୍ରାପଡାରୁ ୬୯, କୋରାପୁଟରୁ ୬୯, କଳାହାଣ୍ଡିରୁ ୬୫, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୨, ଗଜପତିରୁ ୫୮, ନୟାଗଡରୁ ୪୭, ମାଲକାନଗିରିରୁ ୪୬, ବୌଦ୍ଧରୁ ୪୪, ଅନୁଗୋଳରୁ ୩୯, ଦେବଗଡରୁ ୭ଜଣ ଆରୋଗ୍ୟ ଲାଭ କରିଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0