ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବାବେଳେ ୮ ଜଣ ପୁରୁଷ ଅଛନ୍ତି । ଏହା ସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୭୦୧ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରୁ ପୁରୀ ଓ କଟକ ଜିଲ୍ଲାର ଦୁଇଜଣ ଲେଖାଏଁ ଥିବାବେଳେ ଗଞ୍ଜାମ, ଖୋର୍ଦ୍ଧା, ମୟୁରଭଞ୍ଜ, କଳାହାଣ୍ଡି, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0