spot_img

ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ମୃତ

ରାଜ୍ୟରେ ଦିନକୁ ଦିନ ବଢୁଛି ମୃତ୍ୟୁ ସଂଖ୍ୟା । ଦିନକରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ମୃତ୍ୟୁ ସଂଖ୍ୟା ୬୨୬ ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଜାଣନ୍ତୁ ବର୍ତ୍ତମାନ ପର୍ୟ୍ୟନ୍ତ କେଉଁ ଜିଲ୍ଲାରୁ କେତେ ମୃତ
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଂଜାମ ୧ ବାଲେଶ୍ୱର ୧ ,କଳାହାଣ୍ଟି ୧ ମୟୁରଭଂଜ ୧ ଓ ସୋନପୁର ୧ । ୬୨୬ ଜଣଙ୍କର ମୃତୃ୍ୟ ହୋଇଥିବାବେଳେ ୫୩ଜଣଙ୍କର ମୃତୃ୍ୟ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular