spot_img

ଆଜି ରାଜ୍ୟରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ଅନୁଗୁଳରୁ ଜଣେ, ବଲାଙ୍ଗିରରୁ ଜଣେ, ଭୁବନେଶ୍ୱରରୁ ୪ଜଣ , କଟକରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ମୟୁରଭଞ୍ଜରୁ ୨ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୭୬୭ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular