ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୭୯ହଜାର ୫୮୨ଜଣକରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮ ହଜାର ୮୮୨ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୨ ଲକ୍ଷ ୫୯ହଜାର ୪୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୪୨ଲକ୍ଷ ୮୦ ହଜାର ୨୭୪ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0