spot_img

ଦେଶରେ ଦିନକରେ ୫୫,୩୪୨ ଆକ୍ରାନ୍ତ,୭୦୬ ମୃତ

ନୂଆଦିଲ୍ଲୀ:ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫ ହଜାର ୩୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୧ ଲକ୍ଷ ୭୫ ହଜାର ୮୮୦ ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି । ବର୍ତ୍ତମାନ ଦେଶରେ ୮ ଲକ୍ଷ ୩୮ ହଜାର ୭୨୯ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ଆରୋଗ୍ୟ ଲାଭ କରିଛନ୍ତି ୬୨ ଲକ୍ଷ ୭୨ ହଜାର ୨୯୬ । ସେହିପରି ଦେଶରେ ଦିନକରେ ୭୦୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ନୂତନ ମୃତ୍ୟୁକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯ ହଜାର ୮୫୬ କୁ ବୃଦ୍ଧି ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular