spot_img

ଦେଶରେ ୩୬ ଲକ୍ଷ ପାର ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୭୮,୫୧୨ ଆକ୍ରାନ୍ତ ଓ ୯୭୧ ମୃତ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୮,୫୧୨ ଜମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଗଷ୍ଟ ୩୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୬,୨୧,୨୪୫ ଜଣ କରୋନାଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୭,୭୪,୮୦୧ ଜଣ ସୁସ୍ଥ ହୋଇଥିବା ବେଳେ ୬୪,୪୬୯ ଜଣ ମୃତ୍ୟୁ ବରଣ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ ଜଣାପଡିଥିବା ୭୮,୫୧୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଆକ୍ରାନ୍ତଙ୍କ ସଂଖ୍ୟା ୭,୮୧,୯୭୫ରହିଛି । ଏହା ସହ ଦିନକରେ ୯୭୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular