spot_img

()ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬,୯୩୭ କୁ ବୃଦ୍ଧ, ଦିନକରେ ୨୨୭୫ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨ ହଜାର ୨୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧ହଜାର ୩୧୮ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୯୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ନୂତନ ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୬ ହଜାର ୯୩୭ କୁ ବୃଦ୍ଧି । ସେପଟେ ରାଜ୍ୟରେ ସକ୍ରିୟ ସଂକ୍ରମିତ ୨୫ ହଜାର ୬୩୫ ରହିଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୨ ଲକ୍ଷ ୩୦ ହଜାର ୧୯୨ଜଣ ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୧ଜଣ, ବରଗଡ଼ ଜିଲ୍ଲାରୁ ୬୪ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୪୪ଜଣ, ଦେଓଗଡ଼ ଜିଲ୍ଲା ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୫ଜଣ, ଯାଜପୁର ଜିଲ୍ଲାରୁ ୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୦ଜଣ, କଳାହାଣ୍ଡି ଜିଲ୍ଲା ୬୪ଜଣ, କନ୍ଧମାଳ ଜିଲ୍ଲାରୁ ୫୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୮ଜଣ, କେନ୍ଦୁଝର ଜିଲ୍ଲାରୁ ୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୪ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୫୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୯ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ନୂଆପଡ଼ା ଜିଲ୍ଲାରୁ ୬୯ଜଣ, ପୁରୀ ଜିଲ୍ଲାରୁ ୭୧ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ଜଣ, ସୋନପୁର ଜିଲ୍ଲାରୁ ୫୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୦ଜଣ, ଷ୍ଟେଟ ପୁଲ୍ରୁ ୬୭ଜଣ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular