spot_img

ଦେଶରେ ୩୮, ୩୧୦ନୂଆ ଆକ୍ରାନ୍ତ,୪୯୦ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୨୩ହଜାର ୯୭ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮୨ଲକ୍ଷ ୬୭ ହଜାର ୬୨୩ । ଗତ ୨୪ ଘଣ୍ଟାରେ ୩୮ ହଜାର ୩୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସେହିପରି ଦେଶରେ ଦିନକରେ ୪୯୦ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୬ ଲକ୍ଷ ୦୩ ହଜାର ୧୨୧ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ଲକ୍ଷ ୪୧ ହଜାର ୪୦୫ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular