ଭୁବନେଶ୍ୱର, : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ ୨୧୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୯୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୫୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୧୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୭୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0