ରାଜଧାନୀରେ ଆଜି କରୋନାରେ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦିନକରେ ୫୦୫ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଲଗାତାର କିଛିଦିନ ହେବ ୩ଶହରୁ ଅଧିକ ସଂକ୍ରମିତ ହେଉଥିବା ବେଳେ ଏସବୁ ସଂଖ୍ୟା ଏବେ ପଛରେ ରହି ଯାଇଛି। ୫୦୫ ସଂକ୍ରମିତଙ୍କ ମଧ୍ୟରୁ ଗାଡ଼କଣ ଓ ନହରକଣ୍ଟା ଅଞ୍ଚଳରୁ ସର୍ବାଧିକ ସଂକ୍ରମିତ ରହିଥିବା ସୂଚନା ମିଳିଛି। ତେବେ ରାଜଧାନୀର ୨୭ନଂ ୱାର୍ଡରେ ସର୍ବାଧିକ ସକ୍ରିୟ ରୋଗୀ ରହିଥିବା ବିଏମ୍ସି ରିପୋର୍ଟରୁ ଜଣାପଡ଼ିଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0