spot_img

ଆମ ରାଜ୍ୟର କରୋନା ପରିସଂଖ୍ୟାନ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୨୪ ହଜାର ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯ ହଜାର ୬୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୩ ହଜାର ୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୨୦ଲକ୍ଷ ୯୮ ହଜାର ୪୦୧ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular