ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୧୯ ହଜାର ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬ ହଜାର ୭୪୩ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧ ଲକ୍ଷ ୮୧ ହଜାର ୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୩୨ ଲକ୍ଷ ୫୦ ହଜାର ୯୯୯ ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0