ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୩୨ହଜାର ୭୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩ ହଜାର ୫୫୯ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧ ଲକ୍ଷ ୯୮ ହଜାର ୧୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୦୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୩୪ଲକ୍ଷ ୪୦ ହଜାର ୮୩୫ ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 2
Total Visitors : 130224
Total Views : 9891699
Visitors Online Now : 0