spot_img

ଆମ ରାଜ୍ୟର କରୋନା ପରିସଂଖ୍ୟାନ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୯୬ ହଜାର ୮୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮ ହଜାର ୮୧୮ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧ ଲକ୍ଷ ୫୭ ହଜାର ୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୨୯ ଲକ୍ଷ ୫୬ ହଜାର ୩୦୧ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular