ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୧୫ ହଜାର ୬୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭ ହଜାର ୨୧୦ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧ ଲକ୍ଷ ୭୭ ହଜାର ୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୩୨ ଲକ୍ଷ ୮୫୨ ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 1
Total Visitors : 130211
Total Views : 9891679
Visitors Online Now : 0