spot_img

୨୪ ଘଣ୍ଟାରେ ୧୪୩୦୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ୨୫/୧୦:  ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୩୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୧ ଲକ୍ଷ ୮୯ ହଜାର ୭୭୪ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ରେ ପହଞ୍ଚିଛି । ଏବେ ଦେଶରେ ୧୬୭୬୯୫ ସକ୍ରିୟ ମାମଲା ରହିଛି ।ସେହିପରି ୩୩୫୬୭୩୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular