ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୭ ଲକ୍ଷ ୬ ହଜାର ୯୪୬ । ଗତ ୨୪ ଘଣ୍ଟାରେ ୫୫ ହଜାର ୮୩୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୭୦୨ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୬୮ ଲକ୍ଷ ୭୪ ହଜାର ୫୧୮ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ଲକ୍ଷ ୧୫ ହଜାର ୮୧୨ ରହିଛି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0