ଆଜି ରାଜ୍ୟରେ ୨୬ଟି ଜିଲ୍ଲାରୁ ୧୪୨୨ଜଣ କରୋନା ଆକ୍ରାନ୍ତ୍ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟ ୩୭,୯୦୦କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି ।
ଆଜି ଗଂଜାମ ଜିଲ୍ଲାରେ ସର୍ବାଧିକ ୨୫୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୨୨୮ ଜଣ ଗଜପତି ଜିଲ୍ଲାରୁ ୧୩୯ଜଣ ବଲାଙ୍ଗୀର ଜିଲ୍ଲାରୁ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0