spot_img

ଦେଶରେ ଦିନକରେ ୫୨,୮୮୯ ଆକ୍ରାନ୍ତ ଚିହ୍ନଟ, ୧୦୧୯ ମୃତ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୫୨,୮୮୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭,୬୭,୨୭୪କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରେ ୬,୭୬,୫୧୪ ସକ୍ରିୟ ମାମଲା ଥିବା ବେଳେ ୨୦,୩୭,୮୭୧ଜମ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେପଟେ ଆଜି ଦିନକରେ ସର୍ବାଧିକ ୧୦୯୨ ଜଣଙ୍କର ମୃତ୍ୟୁ ହୋଇଛି । ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫୨,୮୮୯କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଏବେ ବି ସବର୍୍ାଧିକ ଆକ୍ରାନ୍ତ ତାଲିକାରେ ମହାରାଷ୍ଟ୍ର ଆଗରେ ରହିଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୮,୫୧୪ରେ ପହଁଞ୍ଚିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular