spot_img

ଦେଶରେ ଦିନକରେ ୬୮,୮୯୮ କରୋନା ଆକ୍ରାନ୍ତ ଚିହ୍ନଟ, ୯୮୩ ମୃତ

ନୂଆଦିଲ୍ଲୀ: ଦିନକରେ ରାଜ୍ୟରେ ୬୮,୮୯୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାରଇ ଅଗଷ୍ଟ ୨୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୯,୦୫,୮୨୩ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨୧,୫୮,୯୪୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ୫୪,୮୪୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଘଣ୍ଟାରେ ୯୮୩ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular