ଦେଶରେ ୬୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ୬୧ ହଜାର ୪୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୬ ହଜାର ୩୪୮କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଲକ୍ଷ ୩୮ ହଜାର ୩୫ ଜଣ ସୁସ୍ଥ ହୋଇଥିବା ବେଳେ ୭ ଲକ୍ଷ ୧୦ ହଜାର ୭୭୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସେପଟେ ଆଜି ୮୩୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୫୭ ହଜାର ୪୬୯କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0