spot_img

ସୁସ୍ଥ ହେଲେ ୨୫୧୦ କରୋନା ଆକ୍ରାନ୍ତ..

ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩୨୩ରେ ପହଂଚିଛି । ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ସୁସ୍ଥ ହୋଇଥିବା ସୁଚନା ରହିଛି ।ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡରୁ ୭୨ ଜଣ ରହିଛନ୍ତି ।ସେହିପରି ସମ୍ବଲପୁରରୁ ୬୪, ବଲାଙ୍ଗୀରରୁ ୫୧, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୪୭, ଭଦ୍ରକରୁ ୪୩, ଝାରସୁଗୁଡାରୁ ୪୨, ସୋନପୁରରୁ ୩୮, ବରଗଡରୁ ୩୬, ନୟାଗଡରୁ ୩୩, ବୌଦ୍ଧରୁ ୩୧, ଢେଙ୍କାନାଳରୁ ୩୦, କେନ୍ଦ୍ରାପଡାରୁ ୨୫, ରାୟଗଡାରୁ ୨୫, ଜଗତସିଂହପୁରରୁ ୧୭, ନବରଙ୍ଗପୁରରୁ ୧୧, ଅନୁଗୋଳରୁ ୫, ଦେବଗଡରୁ ୩ ଓ ନୂଆପଡାରୁ ୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular