କଟକ : ଆୟକର ଆପିଲେଟ ଟ୍ରିବୁ୍ୟନାଲ ଉଦଘାଟିତ । ଭିଡ଼ିଓ କନଫରେସିଂ ଯୋଗେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କ ସହ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସହ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ଥିଲେ । ନୂଆ ଅଟ୍ଟାଳିକାରେ ଉନ୍ନତ ସଂଚାର ବ୍ୟବସ୍ଥା ସହିତ ଇ-କୋର୍ଟ ସୁବିଧା ରହିଛି । ଯାହାଫଳରେ କଟକ ବେଞ୍ଚଏଠାକାର ମାମଲା ସମେତ କୋଲକାତା ଜୋନରେ ରହିଥିବା ରାଞ୍ଚି,ପାଟନା ଓ ଗୋହାଟୀ କ୍ଷେତ୍ରରୁ ଆସୁଥିବା ମାମଲାଗୁଡ଼ି ଦ୍ରୁତ ସମାଧାନ କରିପାରିବେ । ୧୯୩୮ବର୍ଗମିଟର ସ୍ଥାନରେ କାର୍ଯ୍ୟାଳୟ ପରିସର ନିର୍ମାଣ କରାଯାଇଛି । ତିନି ମହଲା ବିଶିଷ୍ଟ ଅଟ୍ଟଳିକାରେ ବଡ଼ କୋର୍ଟ କକ୍ଷ, ଅତ୍ୟାଧୁନିକ ରେକର୍ଡ଼ କକ୍ଷ ଏବଂ ପାଠାଗାର କକ୍ଷର ସୁବିଧା ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0