spot_img

ଦୂତାବାସ ବିସ୍ଫୋରଣ ପଛରେ ରହିଛି କାହାର ହାତ?

ନୂଆଦିଲ୍ଲୀ: ଦିଲ୍ଲୀରେ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ ଘଟଣା । ବୋମା ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିନାହାନ୍ତି । ହେଲେ ବ୍ୟବହାର ହୋଇଥିବା ବିସ୍ଫୋରକକୁ ଏହା ଆତଙ୍କବାଦୀଙ୍କ କାର୍ୟ୍ୟ ବୋଲି ସନ୍ଦେହ କରାଯାଉଛି । ଇସ୍ରାଏଲ ସରକାର ମଧ୍ୟ ଏହାକୁ ଆଦଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି । ଭାରତରେ ଥିବା ଇସ୍ରାଏଲ ଅଧିକାରୀଙ୍କ ସୁରକ୍ଷା ପାଇଁ ଭାରତ ସରକାର ଆବଶ୍ୟକ ପଦକ୍ଷେପ ନେବେ ବୋଲି ଇସ୍ରାଏଲ ଦୃଢୋକ୍ତି ପ୍ରକାଶ କରିଛି । ତେବେ ଏହି ବିସ୍ଫୋରଣର କେତେକ ଲିଙ୍କ ଏବେ ସାମ୍ନାକୁ ଆସୁଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular