spot_img

୨୦୦ ପ୍ରଦର୍ଶନକାରୀଙ୍କୁ ଅଟକ ରଖିଲା ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସରେ ଅନ୍ନଦାତାଙ୍କ ପକ୍ଷରୁ ହୋଇଥିବା ହିଂସକ ପ୍ରଦର୍ଶନ ପରେ ଦିଲ୍ଲୀ ପୁଲିସର ବଡ କାର୍ଯ୍ୟାନୁଷ୍ଠାନ । ସିସିଟିଭି ଆଧାରରେ ୨୦୦ ପ୍ରଦର୍ଶନକାରୀଙ୍କୁ ଅଟକ ରଖାଯାଇଛି । ଖୁବ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଦିଲ୍ଲୀ ପୁଲିସ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ଅଟକ ହୋଇଥିବା ପ୍ରଦର୍ଶନକାରୀଙ୍କ ବିରୋଧରେ ଭାରତୀୟ ପିଙ୍ଗଲ କୋଡ ଧାରା ୩୯୫, ୩୯୭ ଏବଂ ୧୨୦ବି ଅନ୍ତର୍ଗତ ମାମଲା ରୁଜୁ କରାଯାଇଛି । ସେଣ୍ଟ୍ରାଲ ଡିସିପିଙ୍କ ଅପରେଟରଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିବା ଦିଲ୍ଲୀ ପୁଲିସ ସୂଚନା ଦେଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular