spot_img

ଢେଙ୍କାନାଳ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ନିଜେ ଟ୍ୱିଟ କରି ଏ ସମ୍ପର୍କରେ ଜଣାଇଛନ୍ତି । ଏହା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular