ଡେଙ୍ଗୁ ଓ ଟାଇଫଏଡ ଭଳି ମ୍ୟାଲେରିଆ ମଧ୍ୟ ଏକ ସାଙ୍ଘାତିକ ଜ୍ୱର । ଏହି ଜ୍ୱର ହେଲେ ମଣିଷ ଥରିବାକୁ ଲାଗିଥାଏ । କେବଳ ସେତେକି ନୁହେଁ ମ୍ୟାଲେରିଆ ହେଲେ ଶରୀରରେ ବିଭିନ୍ନ ପରିବର୍ତ୍ତନ ହୋଇଯାଇଥାଏ । ବେଳେ ବେଳେ ଠିକ ଚିକିତ୍ସା ନହେଲେ ଲୋକଙ୍କ ମୃତ୍ୟୁ ମଧ୍ୟ ହୋଇଯାଇଥାଏ । ତେବେ ଯଦି ଆପଣ ମ୍ୟାଲେରିଆ ଜ୍ୱରରେ ଆକ୍ରାନ୍ତ, ତେବେ ଜାଣନ୍ତୁ ଆପଣ କ’ଣ ଖାଇବା ଉଚିତ।ପିପଳି ଚୁର୍ଣ୍ଣକୁ ମହୁରେ ମିଶାଇ ସେବନ କରିଲେ ମାଲେରିଆ ଜ୍ୱରରୁ ମୁକ୍ତି ମିଳିଥାଏ।



Visitors Today : 1
Total Visitors : 129939
Total Views : 9891293
Visitors Online Now : 0