ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ପତ୍ନୀ ସଙ୍ଗିତା ଦାଶ ମଧ୍ୟ ଏଥିରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଶ୍ରୀ ଦାଶ ଟ୍ୱିଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଟ୍ୱିଟରେ ଲେଖିଛନ୍ତି ଯେ, ଆମେ ଏବେ ସୁସ୍ଥ ଅଛୁ । ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0