ଗୁଣୁପୁର : ପଥର ଖାଦାନରେ ଭୀଷଣ ବିସ୍ଫୋରଣ। ପଥର ଫଟାଇବା ବେଳେ ହୋଇଛି ବଡ଼ ଧରଣର ବିସ୍ଫୋରଣ । ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଗୁଣୁପୁର ନିକଟ ଓକିଲଗୁଡ଼ାରେ ଘଟିଛି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନୀଶମ ବାହୀନି ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0