spot_img

ଝିଅ ଦେଶଦ୍ରୋହୀ ହେଲେ ବାପା ଅତ୍ୟାଚାରୀ

ନୂଆଦିଲ୍ଳୀ: କାଶ୍ମୀର ପ୍ରସଙ୍ଗକୁ ନେଇ ନେଇ ଜେଏନୟୁର ପୂର୍ବତନ ଛାତ୍ରନେତ୍ରୀ ଶେହଲା ରଶୀଦ ଏବଂ ତାଙ୍କ ବାପା ଅବଦୁଲ ଆର. ଶୋରାଙ୍କ ମଧ୍ୟରେ ବାକ ଯୁଦ୍ଧ ଆରମ୍ଭ ହୋଇଛି । ଶେହଲା କାଶ୍ମୀରକୁ ନେଇ ଦେଶ ବିରୋଧୀ କାର୍ୟ୍ୟକଳାପରେ ଲିପ୍ତ ଥିବା ଏବଂ ବିଚ୍ଛିନ୍ନତାବାଦୀମାନଙ୍କଠାରୁ ଟଙ୍କା ନେଇଥିବା ନେଇ ତାଙ୍କ ବାପା ଶୋରା ଅଭିଯୋଗ କରିବା ସହିତ ଏହାର ତଦନ୍ତ ଦାବି କରିଛନ୍ତି । ଏହା ପରେ ଶେହଲା ତାଙ୍କ ବାପାଙ୍କ ବିରୋଧରେ କଡ଼ା ମନ୍ତବ୍ୟ ଦେଇ ସେ ଜଣେ ଅତ୍ୟାଚାରୀ ବୋଲି କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular