କଟକ: ଫୁଲନଖରା ନିକଟସ୍ଥ ବମ୍ଫକୁଦ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ପଛପଟ ଜଙ୍ଗଲରେ ଅଗ୍ନିକାଣ୍ଡ। ଭୟରେ ପେଟ୍ରୋଲ ପମ୍ପ୍ ଛାଡ଼ି ଦେଲେଣି ପେଟ୍ରୋଲ ପମ୍ପ୍ କର୍ମଚାରୀ। ଦମକଳ ବାହିନି ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା ଚଳାଇଛନ୍ତି। ନିଆଁ ଲାଗିବା ପରେ ଆଖ ପାଖ ଅଞ୍ଚଳରୁ ସମସ୍ତଙ୍କୁ ଖାଲି କରାଯାଇଛି। ନିଆଁର ଧୁଆଁ ପୁରା ଆକାଶକୁ ଛୁଉଁଛି। ତେବେ ନିଆଁ ଲାଗିବା କାରଣରୁ ଯେମିତି ପେଟ୍ରୋଲ ପମ୍ପକୁ କୌଣସି କ୍ଷତି ନପହଞ୍ଚେ ସେଥିପାଇଁ ପେଟ୍ରୋଲ ପମ୍ପ୍ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0