spot_img

ପୁନେ: କେମିକାଲ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

ମହାରାଷ୍ଟ୍ର: ପୁନେର କୁରକୁମ୍ଭ ଅଞ୍ଚଳରେ ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ । ଆଜି ବଡି ଭୋରରୁ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିବାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ନିଆଁ ଲାଗିବା ପରେ ଆଖପାଖ ଅଞ୍ଚଳକୁ ପୁରା ବ୍ୟାପିଯାଇଥିଲା । ଲକ୍ଷ ଲକ୍ଷ ଟଙ୍କାର ରସାୟନିକ ସାମଗ୍ରୀ ଏଥିରେ ନଷ୍ଟ ହୋଇଛି । ଅଗ୍ନିକାଣ୍ଡରେ କୌଣସି ଜୀବନହାନି ହୋଇନଥିବା ସୂଚନା ମିଳିଛି । ସମସ୍ତ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଦମକଳ ବାହିନୀ ପହଁଞ୍ଚି ନିଆଁକୁ ଆୟତ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular