ଭୁବନେଶ୍ୱର: ବନ୍ୟା ବିପନ୍ନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି । ବନ୍ୟା ବିପନ୍ନ ପରିବାରକୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ଯୋଗାଇ ଦିଆଯିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । କ୍ଷତିଗ୍ରସ୍ତଙ୍କୁ ଯୋଗାଇ ଦିଆଯିବ ଲୁଗା, ବାସନ ଯୋଗାଇ ଦିଆଯିବ । ଦୁଗ୍ଧ ଚାଷୀଙ୍କୁ ଯୋଗାଇ ଗୋଖାଦ୍ୟ ସହ ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ପଲିଥିନ ସିଟ୍ ଓ ଅନ୍ୟାନ୍ୟ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0