ରବିନାରାୟଣ ଦାସଙ୍କର ଆଜି ପରଲୋକ ହୋଇଛି । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନସଚିବ ରବିନାରାୟଣ ଦାସଙ୍କର ଆଜି ପରଲୋକ ହୋଇଛି। ରବିନାରାୟଣ ତାଙ୍କ ଫରେଷ୍ଟ ପାର୍କ ହାଉସ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ୧୯୫୯ ବ୍ୟାଚର ଆଇଏଏସ୍ ଶ୍ରୀ ଦାସ ୧୯୯୨ ମସିହା ଡିସେମ୍ବର ୧ ତାରିଖରୁ ୧୯୯୫ ମସିହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟ ଶାସନସଚିବ ଥିଲେ। ରବିନାରାୟଣ ପ୍ରଖ୍ୟାତ କବୟିତ୍ରୀ ନିର୍ମଳା ଦେବୀଙ୍କ ପୁତ୍ର।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0