ଭୁବନେଶ୍ୱର: ଫଳ ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟରେ ଥିବା ଫଳ ଓ ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡିନଥିବା ବେଳେ ଖୋର୍ଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ନିଆଁକୁ ଆୟତ୍ତ କରିବା ନେଇ ଦୁଇଟି ଦମକଳ ଗାଡି ନିୟୋଜିତ ହୋଇଥିବା ଜଣାପଡିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0