spot_img

ବେଆଇନ ଗଞ୍ଜେଇଗଛ ଜାଲିଲା ପ୍ରଶାସନ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ । ଚଢ଼ାଉରେ ୧କୋଟି ୭୦ଲକ୍ଷ ଟଙ୍କାର ବେଆଇନ୍ ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି । କ.ନୂଆଗାଁ ଥାନା କଡ଼ୁତୁଲି,ଜମାପଦର ଓ ଜନାଗୁଲ୍ ଅଞ୍ଚଳରେ ୧୭୦ ଏକର ସରକାରୀ ଜମିରେ ହୋଇଥିଲା ବେଆଇନ୍ ଗଞ୍ଜେଇ ଚାଷ ହୋଇଥିଲା । କନ୍ଧମାଳ ଏସପି ଓ ଅବକାରୀ ଏସପିଙ୍କ ନିର୍ଦ୍ଦେଶରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଲଗାତାର ଭାବେ ଚାଲିଛି ବେଆଇନ୍ ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular