spot_img

ସ୍କୁଲଗୁଡିକର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର : ବିଦ୍ୟାଳୟଗୁଡିକର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପୂଜା ଛୁଟିରେ କୌଣସି ଶିକ୍ଷକ ନିଜ ହେଡକ୍ବାର୍ଟର ନଛାଡି ଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯଦି କୌଣସି ଶିକ୍ଷକ କରୋନା ସଂକ୍ରମିତ ହୁଅନ୍ତି ତେବେ ତାଙ୍କ ଟ୍ରାଭେଲ ହିଷ୍ଟ୍ରି ବାହାର କରି ସଂପୃକ୍ତ ଶିକ୍ଷକଙ୍କୁ ଦାୟୀ କରାଯିବ ବୋଲି ଜିଲ୍ଲାପାଳଙ୍କ ସୂଚନା  ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular