ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ହେବ । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି । ଜଳ ସମ୍ପଦ ବିଭାଗ ଅଧିନରେ ଥିବା ଭଞ୍ଜନଗର, ସୋରଡା, ଡହ ଓ ବାଘୁଆ ଜଳଭଣ୍ଡାରରୁ ଜଳ ଧାରଣ କ୍ଷମତାଠାରୁ ୭୫ ପ୍ରତିଶତକୁ ଜଳ ଖାଲି କରାଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0