spot_img

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍, ୧୦ ଅସୁସ୍ଥ

ରାଉରକେଲା : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ , । କୋଲ୍ କେମିକାଲ ବିଭାଗରେ ଗ୍ୟାସ୍ ଲିକ୍ ହୋଇଛି । ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ୪ ଜଣ ଗୁରୁତର ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ଆଇଜିଏଚରେ ଭର୍ତ୍ତି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular