spot_img

ଶ୍ରୀମନ୍ଦିରର ସମ୍ପତିକୁ ବିକ୍ରି ପାଇଁ ଦରକାର ପଡ଼ିବନି ସରକାରଙ୍କ ଅନୁମୋତି

ରାଜ୍ୟ କ୍ୟାବିନେଟ ର ନିଷ୍ପତ୍ତି ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ-୧୯୫୪ରେ ସଂଶୋଧନ କରାଯିବ ।  ଜଗନ୍ନାଥ ମନ୍ଦିରର ସ୍ଥାବର ସମ୍ପତିକୁ ବିକ୍ରି, ଲିଜ ଓ ମଡଗେଜ ଆକାରରେ ହସ୍ତାନ୍ତର କରିବା ପାଇଁ ଏଣିକି ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡିବ ନାହିଁ । ଏଥିପାଇଁ ରାଜ୍ୟ ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡୁଥିଲା । ଶ୍ରୀମନ୍ଦିର ପ୍ରଶାସକ, ପରିଚାଳନା କମିଟି, ଜିଲ୍ଲାପାଳଙ୍କ ନିକଟରେ ଆବେଦନ କରିପାରିବେ । ଶ୍ରୀଜଗନ୍ନାଥ ମନ୍ଦିର ତଥା ମନ୍ଦିର ପରିଚାଳନା କମିଟି ଅଧୀନରେ ଅନେକ ସ୍ଥାବର ଓ ଜମିବାଡିର ମାଲିକାନା ସତ୍ୱ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular