ମୁମ୍ବାଇ: ଉତ୍ତରାଖଣ୍ଡ ହରିଦ୍ୱାରରେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୩.୯ ରେକର୍ଡ କରାଯାଇଛି। ଭୂକମ୍ପ ଝଟକା ଅନୁଭୂତ ହେବାରୁ ଲୋକେ ଘରୁ ବାହାରକୁ ପଳାଇଥିଲେ। ଭୁକମ୍ପ କାରଣରୁ କିଛି ସମୟ ଯାଏଁ ରାସ୍ତାରେ ଲୋକଙ୍କ ଭିଡ ଜମିଥିଲା। ଫଳରେ ବହୁ ସମୟ ପର୍ଯ୍ୟନ୍ତ ରାସ୍ତାରେ ଯାତାୟାତ ବନ୍ଦ ହୋଇଯାଇଥିଲା। ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0